Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାରେ ପ୍ରାଣ ହରାଇଲେ ମାଓ କମାଣ୍ଡର

by ସଞ୍ଜୟ ସ୍ୱାଇଁ
May 28, 2021
in Crime, State
କରୋନାରେ ପ୍ରାଣ ହରାଇଲେ ମାଓ କମାଣ୍ଡର
266
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମାଓ କ୍ୟାମ୍ପରେ ପଶିଲା କରୋନା । କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଲେ ମାଓ କମାଣ୍ଡର । ମୃତ ମାଓବାଦୀ ହେଲେ ଦଣ୍ଡକାରଣ୍ୟ ସ୍ପେଶାଲ ଯୋନାଲ କମିଟିର ଟେକନିକାଲ ୱିଙ୍ଗର ମୁଖ୍ୟ କୋର୍ସା ଗଙ୍ଗା ଓରଫ ଆୟୁତ । ଦୀର୍ଘ ଦିନ ହେଲା ସେ ଜ୍ୱରରେ ପିଡ଼ିତ ଥିଲେ । ଚିକିତ୍ସା ପାଇଁ ତାଙ୍କୁ ତେଲେଙ୍ଗାନା ଭଦ୍ରାଦୀ କୋଥାମଗୁଡ଼ମ ଜିଳ୍ଲାର ଖମାମ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ ୩ଜଣ ସାଥୀ ମାଓବାଦୀ । କରୋନା ପରୀକ୍ଷା ପରେ ତାଙ୍କର ପଜିଟିଭ ଆସିଥିଲା । ତେବେ ମେଡ଼ିକାଲରେ ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି । ତେବେ କୋର୍ସାଙ୍କୁ ମେଡ଼ିକାଲରେ ଭର୍ତ୍ତି କରି ଫେରୁଥିବା ୩ଜଣ ମାଓବାଦୀଙ୍କୁ ପୋଲିସ ଗିରଫ କରିଥିବା ନେଇ ସୁଚନା ଦେଇଛନ୍ତି ଭଦ୍ରାଦି କୋଥାଗୁଡ଼େମ ଏସପି ସୁନୀଲ ଦତ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!