Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଇଘର ସୀମାନ୍ତରେ ଲାଗିଛି ମାଓ ପୋଷ୍ଟର ଓ ବ୍ୟାନର

by ସଞ୍ଜୟ ସ୍ୱାଇଁ
May 20, 2022
in Crime, State
ରାଇଘର ସୀମାନ୍ତରେ ଲାଗିଛି ମାଓ ପୋଷ୍ଟର ଓ ବ୍ୟାନର
34
VIEWS
Share on FacebookShare on Twitter

ରାଇଘର, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତରେ ଲାଗିଛି ମାଓ ପୋଷ୍ଟର ଓ ବ୍ୟାନର। ରାଇଘର ବ୍ଲକ ଅନ୍ତର୍ଗତ ଯୋଡିଙ୍ଗା ଓ ହାତୀ ଗାଁ ରାସ୍ତା କଡ଼ରେ ପୋଷ୍ଟର ମାରି ଉପସ୍ଥିତି ଜାହିର କରିଛନ୍ତି ଲାଲବାହିନୀ । ସୂଚନାନୁଯାୟୀ, ଜଙ୍ଗଲ କଟାକୁ ବିରୋଧ କରି ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ରାଇଘର ବ୍ଲକ ଅନ୍ତର୍ଗତ ଯୋଡିଙ୍ଗା ଓ ହାତୀ ଗାଁ ରାସ୍ତା କଡ଼ରେ ଗଛ କାଟି ରାସ୍ତା ଅବରୋଧ କରିଛନ୍ତି ମାଓବାଦୀ। ନବ ନିର୍ବାଚିତ ସରପଞ୍ଚ, ୱାର୍ଡ ମେମ୍ବର ଓ ଗ୍ରାମବାସୀଙ୍କୁ ଜଙ୍ଗଲ ସୁରକ୍ଷା ପାଇଁ ଅନୁରୋଧ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ପୋଷ୍ଟର ଜବତ କରିବା ସହ ଆଖପାଖ ଅଞ୍ଚଳରେ ଛାନଭିନ୍ ଜାରି ରଖିଛି । ପୋଲିସ କାର୍ୟ୍ୟକଳାପକୁ ବିରୋଧ କରି ଓଡିଶା ଓ ପୂର୍ଵ ଛତିଶଗଡ଼ ଅଞ୍ଚଳରେ ମାଓବାଦୀମାନେ ବନ୍ଦ ପାଳନ କରୁଛନ୍ତି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!