Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଏବିଭିପି ପକ୍ଷରୁ ଦୃଢ଼ ନିନ୍ଦା, ପାକିସ୍ତାନ ସେନା ଓ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

by ସଞ୍ଜୟ ସ୍ୱାଇଁ
April 24, 2025
in Nayagarh, State
ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଏବିଭିପି ପକ୍ଷରୁ ଦୃଢ଼ ନିନ୍ଦା, ପାକିସ୍ତାନ ସେନା ଓ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
50
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପହଲଗାମରେ ଆତଙ୍କବାଦୀ ନିରୀହ ପର୍ଯ୍ୟଟକଙ୍କୁ ଧାର୍ମିକ ଆଧାରରେ ଗୁଳି ମାରି ହତ୍ୟା କରିବା ଘଟଣାକୁ ନେଇ ଏବିଭିପି, ଭଦ୍ରକ ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ଏଥିରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ପାଇଁ ସହରର ଦକ୍ଷିଣ କାଳୀ ମନ୍ଦିରରେ ସାମୁହିକ ଦୀପଦାନ ହୋଇଥିଲା। ଏହି ବର୍ବରୋଚିତ କାଣ୍ଡ ଘଟାଇଥିବା ସମସ୍ତ ଆତଙ୍କବାଦୀ ଏବଂ ସେମାନଙ୍କୁ ପ୍ରୋତ୍ସାହନ ଦେଉଥିବା ପାକିସ୍ତାନ ସରକାର ଓ ସେନା ବିରୁଦ୍ଧରେ ଭାରତ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ବିକ୍ଷୋଭ ପ୍ରଦର୍ଶନରେ ପାକିସ୍ତାନ ଏବଂ ଆତଙ୍କବାଦ ବିରୁଦ୍ଧରେ ମୂର୍ଦ୍ଦାବାଦର ନାରା ପ୍ରକମ୍ପିତ ହୋଇଥିଲା।

ଏଥିରେ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟା ପାର୍ବତୀ ମିଶ୍ର, ଜିଲ୍ଲା ପ୍ରମୁଖ ସ୍ୱାଧୀନ ସୁନ୍ଦର ଦାସ, ବାଲେଶ୍ଵର ବିଭାଗ ସହ ସଂଯୋଜକ ଜ୍ୟୋତି ପ୍ରକାଶ ସାହୁ, ସବିଷ୍କାର ରାଜ୍ୟ ସଂଯୋଜକ ଦେବୀ ପ୍ରସାଦ ଦାଶ, ଜିଲ୍ଲା କ୍ରୀଡ଼ା ପ୍ରମୁଖ ସତ୍ୟ ପ୍ରକାଶ ମହାନ୍ତି, ନଗର ସମ୍ପାଦକ ଓଁକାର ମହାନ୍ତି, ଦୁର୍ଗା ଶଙ୍କର ଜେନା, ଗୋପୀ କ୍ରିଷ୍ଣା ବାରିକ, ଶୁଭମ୍ ରାଉତ, ଗୌତମୀ ପାଢ଼ୀ, ଦିବ୍ୟ କାନୁନଗୋ, ମନୋରଞ୍ଜନ ମହାନ୍ତି, ରାଜେଶ୍ ପଣ୍ଡୁଆ, ହନୁମାନ ଗୁପ୍ତା, ମନଜିତ୍ ଦତ୍ତ, ରବି ରେଡ୍ଡୀ, ତାପଜ ସାହୁ, ପ୍ରମୁଖ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!