Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ବିରୁଦ୍ଧରେ ଆସିବ ଅନାସ୍ଥା

by ସଞ୍ଜୟ ସ୍ୱାଇଁ
May 15, 2026
in Breaking, Nayagarh
ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ବିରୁଦ୍ଧରେ ଆସିବ ଅନାସ୍ଥା
697
VIEWS
Share on FacebookShare on Twitter

  ନୟାଗଡ଼, ( ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ବିଜୁ ଜନତା ଦଳରୁ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିଲେ । ସେ ଆଜି ବିଜେପି ମିଶିଛନ୍ତି। କିଶୋରଙ୍କ ସହିତ ଜଣେ ବି ସରପଞ୍ଚ, ସମିତି କି କର୍ମୀ ବିଜେପିରେ ମିଶିବାକୁ ରାଜି ହୋଇ ନାହାନ୍ତି। କିଶୋର ବିଜେଡିରୁ ଇସ୍ତଫା ଦେବା ପରେ ତାଙ୍କ ବିରୁଦ୍ଧରେ ଅନାସ୍ଥା ଆଣିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି। ନୟାଗଡ଼ ବ୍ଲକର ଅନେକ ସରପଞ୍ଚ ଓ ସମିତିସଭ୍ୟ ଅନାସ୍ଥା ପାଇଁ ରଣନୀତି ଚୂଡ଼ାନ୍ତ କରିଛନ୍ତି। ୪୫ରୁ ଉର୍ଦ୍ଧ୍ୱ ସମିତି ଓ ସରପଞ୍ଚ ଅନାସ୍ଥା ଆଣିବାକୁ ଦସ୍ତଖତ କରି କାଗଜପତ୍ର ପ୍ରସ୍ତୁତି କରି ସାରିଛନ୍ତି। ଆସନ୍ତା ସୋମବାର ଅନସ୍ଥା ପ୍ରସ୍ତାବ ଉପଜିଲ୍ଲାପାଳଙ୍କୁ ପ୍ରଦାନ କରାଯିବା ସମ୍ଭାବନା ରହିଛି। ନୟାଗଡ଼ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ଇସ୍ତଫା ଦେବା ସହ ନିଜ ଶକ୍ତି ପଦର୍ଶନ କରିବାକୁ ଯୋଜନା କରିଥିଲେ। ସେହି ଯୋଜନା ଫସର ଫାଟିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!