Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଝିଅ ଲୋପାମୁଦ୍ରା ପାଇଲେ ଗୋଲ୍ଡ ମେଡାଲ

by ସଞ୍ଜୟ ସ୍ୱାଇଁ
December 21, 2019
in Education, Planning and Development
ନୟାଗଡ଼ ଝିଅ ଲୋପାମୁଦ୍ରା ପାଇଲେ ଗୋଲ୍ଡ ମେଡାଲ
8
VIEWS
Share on FacebookShare on Twitter

ଓୟୁଏଟିର ସମାବର୍ତ୍ତନ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ଥା) : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର ୩୮ ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟ କୁଳାଧିପତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଅଧ୍ୟକ୍ଷତା କରିଥିାବା ବେଳେ ମୁଖ୍ୟ ଅତିଥି ଭାବେ ଇନ୍ଫାଲ ସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟର କୁଳଧିପତି ପ୍ରଫେସର ଏସ୍ . ଆୟାପାନ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କୂଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ଉକ୍ତ ଉତ୍ସବରେ ଉପସ୍ଥିତ ରହିଥିଲେ । କୃତ୍ତି ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ମେଡାଲ ପ୍ରଦାନ କରାଯିବା ସହ ପ୍ରଧାନମନ୍ତ୍ରୀଙ୍କ ପ୍ରମୂଖ ସଚିବ ପି.କେ ମିଶ୍ର ଏବଂ ନାଲୋକର ପୂର୍ବତନ ଅଧ୍ୟକ୍ଷ ଅଂଶୁମାନ ଦାଶଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ପ୍ରଦାନ କରାଯାଇଛି । ଉକ୍ତ ଉତ୍ସବରେ ନୟାଗଡ଼ ଝିଅ ଲୋପାମୁଦ୍ରା ଦାଶ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ୨୦୧୮ ବର୍ଷରେ ସର୍ବାଧିକ ନମ୍ବର ରଖି ଗୋଲ୍ଡ ମେଡାଲ ପାଇଥିଲେ । ଭବାନୀପାଟଣାରେ ଥିବା ଓୟୁଏଟିରେ ପାଠ ପଢ଼ୁଥିବା ଲୋପାମୁଦ୍ରା ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ରୀ ଥିଲେ । ତାଙ୍କ ସଫଳତା ଲାଗି ଜିଲ୍ଲାରେ ଖୁସିର ଲହରୀ ଖେଳୀ ଯାଇଛି । ନୟାଗଡ଼ ମୁନିସ୍ପାଲିଟ ୧୦ ନମ୍ବର ୱାର୍ଡ଼ରେ ବାସ କରୁଥିବା ପ୍ରିୟରଂଜନ ଦାଶ ଏବଂ ମନୋରମା ଶତପଥୀଙ୍କ ସେ କନ୍ୟା ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!