Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ରେ ବିଶ୍ୱ ରେଡକ୍ରସ ଦିବସ ପାଳିତ:୨୯ୟୁନିଟ୍ ରକ୍ତ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
May 9, 2026
in Nayagarh
ନୟାଗଡ଼ ଜିଲ୍ଲା ରେ ବିଶ୍ୱ ରେଡକ୍ରସ ଦିବସ ପାଳିତ:୨୯ୟୁନିଟ୍ ରକ୍ତ ସଂଗ୍ରହ
29
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରେ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୭ଘଟିକା ସମୟରେ ଏକ ସଚେତନତା ରାଲି ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ରୁ ଆରମ୍ଭ ହୋଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶେଷ ହୋଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଜିଲ୍ଲା ରେଡକ୍ରସ ଫୋରମର ସଦସ୍ୟମାନେ ଯୋଗ ଦେଇଥିଲେ । ପରେ ପରେ ସକାଳ ୯ଘଟିକା ସମୟରେ ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଏକ ସାଧାରଣ ସଭା ଜିଲାପାଳ, ନୟାଗଡ଼ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଉପଜିଲ୍ଲାପାଳ କର୍ଣ୍ଣ ଦେବ ସମାଦ୍ଦାର, ଡେପୁଟୀ କଲେକ୍ଟର ତପତି ରାଜ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ସୂଶାନ୍ତ କୁମାର ସ୍ୱାଇଁ , ରେଡକ୍ରସ୍ ଫୋରମର ସଦସ୍ୟମାନେ , ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ଏହାପରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ୨୯ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!