Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 10, 2019
in Breaking, Planning and Development
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ
48
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ସଶକ୍ତି କରଣ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଅଧିନରେ ନୟାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଶିବିରକୁ ସହରାଚଂଳ ସମେତ ବ୍ଳକ ଅଧିନ ୨୬ଟି ପଂଚାୟତରୁ ବିଭିନ୍ନ ବର୍ଗର ଭିନ୍ନକ୍ଷମମାନେ ଯୋଗ ଦେଇଥିଲେ । ଶିବିରକୁ ନୟାଗଡ଼ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଉପାଧ୍ୟକ୍ଷ ସୁବାସ କହଁର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁବ୍ରତ ପରିଡ଼ା ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଏଥିରେ ମୁଖ୍ୟତଃ ଭିନ୍ନକ୍ଷମମାନେ ଶିବିରରେ ଉପସ୍ଥିତ ରହି ଅଭିଜ୍ଞ ଡ଼ାକ୍ତରମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ନାମ ପଞ୍ଜିକରଣ କରିଥିଲେ । ଆୟୋଜିତ ଶିବିରରେ ଅସ୍ଥିଶଲ୍ୟ ବିଶେଷଜ୍ଞ, ଆଖି ରୋଗ ବିଶେଷଜ୍ଞ, ଇଏନଟି ବିଶେଷଜ୍ଞ, ମାନସିକ ବିଭାଗର ଡାକ୍ତରମାନେ ଉପସ୍ଥିତ ରହି ଭିନ୍ନକ୍ଷମମାନଙ୍କୁ ଦେଖାଶୁଣା କରିଥିଲେ । ଏଥିରେ ବାଲୁଗାଁ ବିଜୁ ଯୁବ ବାହିନୀ ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!