Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ଗଡିଲା ପୋଷ୍ୟସନ୍ତାନ ରଥ

by ସଞ୍ଜୟ ସ୍ୱାଇଁ
November 16, 2019
in Nayagarh, State
74
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ଜିଲ୍ଲାସ୍ତରୀୟ ପୋଷ୍ୟସନ୍ତାନ ସଚେତନତା ରଥ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଏହି ରଥ ପୋଷ୍ୟସନ୍ତାନ ତଥା ଶିଶୁସୁରକ୍ଷା ଉପରେ ବିଭିନ୍ନ ଗାଁ ଓ ସହରରେ ସଚେତନତା କରାଇବ । ଏହାକୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ରାୟ ପ୍ରମୁଖ ଉପସ୍ଥିତ ରହି ଉକ୍ତ ରଥକୁ ଉଦ୍ଘାଟନ କରିଥିଲେ । ଶିଶୁସୁରକ୍ଷା ୟୁନିଟିର କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ । ମୁଖ୍ୟତଃ ଶିଶୁମାନଙ୍କର ଆନୁଷ୍ଠାନିକ ଯତ୍ନ ଓ ପ୍ରତିପାଳନ ବ୍ୟବସ୍ଥା, ନିରାପଦମୁକ୍ତ ଆଶ୍ରୟସ୍ଥଳି, ଶିଶୁମାନଙ୍କୁ ପୁଷ୍ଟପୋଷକତା, ପୋଷ୍ୟ ସନ୍ତାନ ଗ୍ରହଣ ବ୍ୟବସ୍ଥାର ସୁପରିଚାଳନା, ରାଜ୍ୟ ସରକାରଙ୍କର ମହିଳା ଓ ଶିଶୁବିକାଶ ଅଧିନରେ କିଶୋର ନ୍ୟାୟ ଆଇନକୁ ଜିଲ୍ଲାସ୍ତରରେ କାର୍ଯ୍ୟକ୍ଷମ କରାଇବା ନିମନ୍ତେ ଜିଲ୍ଲାମାନଙ୍କରେ ଶିଶୁସୁରକ୍ଷା ୟୁନିଟିର ରହିଅଛି । ଜିଲ୍ଲା କିଶୋର ନ୍ୟାୟ ବୋର୍ଡ ସ୍ୱତନ୍ତ୍ର କିଶୋର ପୋଲିସ ୟୁନିଟ୍, ଜିଲ୍ଲା ଶିଶୁସୁରକ୍ଷା ୟୁନିଟ୍ମାନ ରହିଛି । ଏହା ଉପରେ ଏହି ରଥ ସଚେତନତା କରାଇବ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!