Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନ୍ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
February 19, 2020
in Feature News
ଆଇନ୍ ସଚେତନତା ଶିବିର
13
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଆଇନ୍‌ସେବା ପ୍ରାଧିକରଣ ଆନୁକୂଲ୍ୟରେ ଇନ୍‌ସ୍ପାୟାର୍ ରେସିଡେନ୍‌ସିଆଲ କଲେଜରେ ସାଇବର ଅପରାଧକୁ ରୋକିବା ଦିଗରେ ଏକ ଆଇନ୍ ସଚେତନତା ଶିବିର ଶତାଧିକ ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ସିଜେଏମ୍ ମାନସ କୁମାର ପଣ୍ଡା ଉଦ୍‌ଘାଟନ କରି ସାଇବର କ୍ରାଇମ୍‌କୁ କିପରି ରୋକାଯିବ ଓ ଆଇନ୍‌ରେ ଥିବା ବିଧିବ୍ୟବସ୍ଥା ଦିଗରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ । ସଚିବ ରଞ୍ଜୁଲତା ଲେଙ୍କା ଏହି ଶିବିରର ଆୟୋଜନ କରିବାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହିଳା କୋର୍ଟର ବିଚାରପତି ପ୍ରଜ୍ୟୋତି ରାଉତ, ଦେୱାନୀ ବିଚାରପତି ମୁସାରତ୍ ଜାହିନ୍‌, ପ୍ରଥମଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ପ୍ରତିମା ସାହୁ, ଦିପ୍ତିମୟୀ, ଆଇନ୍‌ଜୀବୀ ଆସଫ୍‌ଅଲ୍ଲୀ ମହମ୍ମଦ, ଇନ୍‌ସ୍ପାୟାର କଲେଜର ନିର୍ଦ୍ଦେଶକ ସଞ୍ଜୟ କୁମାର ପ୍ରଧାନ ଏବଂ କଲେଜ ଅଧ୍ୟକ୍ଷ ଚିତ୍ତରଞ୍ଜନ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ପ୍ରମୋଦ କୁମାର ମହାନ୍ତି ଏବଂ କଲେଜର କର୍ମଚାରୀମାନେ ସହଯୋଗ କରିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!