Monday, November 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଇଓଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

by Anil Panda
June 30, 2020
in Feature News
ପିଇଓଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା
28
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକରେ କାର୍ଯ୍ୟରତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବିନ୍ଦ୍ର ବେହେରା ଆଜି ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ବିଡିଓ ମନୋଜ ପାତ୍ର, ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ସଂଘ ସଭାପତି ପ୍ରକାଶ କୁମାର ଦାଶ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଅଜୟ ସିଂ ପ୍ରମୂଖ ଉପସ୍ଥିତ ରହି ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଆଜିର ଦିନରେ ଶ୍ରୀଯୁକ୍ତ ବେହେରା ଅବସର ଗ୍ରହଣ କରିବା ସହ ତାଙ୍କର ପ୍ରୋଭିଜ୍‌ନାଲ୍ ପେନସନ୍ ଗ୍ରହଣ କରିଛନ୍ତି । ଯାହାକୁ ନେଇ ସେ ସହକର୍ମୀ ଏବଂ ବିଡିଓଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!