Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ଟି ଗ୍ରାମ୍ୟ ସମସ୍ୟା ସହ ୧୯୪ଟି ଅଭିଯୋଗର ଶୁଣାଣି

by ସଞ୍ଜୟ ସ୍ୱାଇଁ
February 3, 2020
in Feature News
୭ଟି ଗ୍ରାମ୍ୟ ସମସ୍ୟା ସହ ୧୯୪ଟି ଅଭିଯୋଗର ଶୁଣାଣି
9
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭା ଗୃହରେ ଆୟୋଜିତ ଆଜିର ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ସହ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ ସାହାଣୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ର ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୭ ଗ୍ରାମ ସମସ୍ୟା ଓ ୧୭୫ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୧୯୪ ଟି ଅଭିଯୋଗକୁ ଶୁଣାଣି କରାଯାଇଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ୧୧ଟି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୧ଲକ୍ଷ ୭ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସେହିଭଳି ରେଡକ୍ରସରୁ ଗୋଟିଏ ଅଭିଯୋଗ ବିଚାରରେ ୧୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜିର ଶୁଣାଣିରେ ୭୦ ଟି ଅଭିଯୋଗର ତତ୍‌କ୍ଷଣତ ସମାଧାନ କରାଯାଇଥିବା ନେଇ ସୂଚନା ମିଳିଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!