Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ବୃଦ୍ଧ ଗୁରୁତର

by ସଞ୍ଜୟ ସ୍ୱାଇଁ
March 15, 2020
in Accident
ଦୁର୍ଘଟଣାରେ ବୃଦ୍ଧ ଗୁରୁତର
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହର ପିଟିଏସ୍ ଛକଠାରେ ଆଜି ଜଣେ ଯୁବତୀଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଜଣେ ବ୍ୟବସାୟୀ ଦୁର୍ଘଟଣା ଗ୍ରସ୍ତ ହୋଇ ଗୁରୁତର ହୋଇଥିବା ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ଶରଣକୂଳ ଥାନା ଅନ୍ତର୍ଗତ ମଗରବନ୍ଧ ପଂଚାୟତ ସାବିଦେଇପୁର ଗ୍ରାମର ସାଇକେଲ ଦୋକାନୀ ଦାମ ପ୍ରଧାନ ଆଜି ନୟାଗଡ଼ରୁ କୈାଣସି କାମରେ ଆସି ଘରୁକୁ ଫେରୁଥିବା ବେଳେ ନୟାଗଡ଼ ପିଟିଏସ ଛକ ନିକଟରେ ଜଣେ ଯୁବତୀଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଦୁର୍ଘଟଣାର ଶୀକାର ହୋଇଛନ୍ତି । ରାସ୍ତାରେ ଆସୁଥିବା କିଛି ଲୋକ ଦାମଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିବା ବେଳେ ତାଙ୍କ ଅବସ୍ଥା ସଂଙ୍କଟାପର୍ଣ୍ଣ ରହିଥିବାରୁ ତାଙ୍କୁ ଭୂବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!