Monday, November 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାରକୁ ପିଟିଲା ଟ୍ରକ୍ ; ଡ୍ରାଇଭର ଅଟକ

by ସଞ୍ଜୟ ସ୍ୱାଇଁ
January 21, 2021
in Feature News
କାରକୁ ପିଟିଲା ଟ୍ରକ୍ ; ଡ୍ରାଇଭର ଅଟକ
425
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ସକାଳେ ନୟାଗଡ଼ ଖଣ୍ଡପଡ଼ା ରୋଡ଼ସ୍ଥିତ ଚିଲିକା ଫ୍ରେସ୍ ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସୂଚନାନୁସାରେ, କୋଲକାତାରୁ ନୟାଗଡ଼କୁ ଏକ ଆଳୁ ବୋଝେଇ ଟ୍ରକ ଆସୁଥିବା ବେଳେ, ଡ୍ରାଇଭରଙ୍କ ଆଖି ଲାଗିଯାଇଥିଲା ଯାହାଫଳରେ ଚିଲିକା ଫ୍ରେସ୍ ସମ୍ମୁଖରେ ଠିଆ ହୋଇଥିବା କାର ନଂ(ଓଡି୦୨ଏନ୍ ୦୯୦୧)ର ପଛପଟୁ ଧକ୍କା ଦେଇଥିଲା । ଧକ୍କା ଦେବା ଫଳରେ କାରର ପଛ ପାଖ ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଦେଖାଯାଇଛି । ଏହି ଦୁର୍ଘଟଣାରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ । ଅନ୍ୟପଟେ ଚିଲିକା ଫ୍ରେସ୍ ନିକଟରେ ଥିବା ଏକ କ୍ୟାବିନ୍ ଭାଙ୍ଗି ସଂପୁର୍ଣ୍ଣ ନଷ୍ଟ ହୋଇଥିବା ବେଳେ ଏକ ଇଲେକ୍ଟ୍ରି ପୋଲ ଭାଙ୍ଗିଯାଇଛି । ଏନେଇ ଟାଉନ୍ ଥାନାରେ ଅଭିଯୋଗ ହେବାରୁ, ଟାଉନ୍ଥାନା ପୋଲିସ୍ ଘଟଣାସ୍ଥଳରେ ପହ ô ଟ୍ରକ୍ଟିକୁ ଜବତ କରି ଥାନାକୁ ଆଣିଥିବା ବେଳେ ଡ୍ରାଇଭରକୁ ଅଟକ ରଖିଥିବା ଏସ୍ଆଇ ଧର୍ମେନ୍ଦ୍ର ଶିଆଳ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!