Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରଙ୍କ ତୁଳନାରେ ଛାତ୍ରୀ ଆଗୁଆ

by ସଞ୍ଜୟ ସ୍ୱାଇଁ
May 21, 2025
in Education, Nayagarh, State
ନୟାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରଙ୍କ ତୁଳନାରେ ଛାତ୍ରୀ ଆଗୁଆ
277
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତବର୍ଷ ଗୁଡ଼ିକ ପରି ଚଳିତ ବର୍ଷ ମଧ୍ୟ ସଫଳତାର ଆଉ ଏକ ପାହାଚରେ ଠିଆ ହୋଇଛି । ପ୍ରକାଶ ପାଇଥିବା ମାଧ୍ୟମିକ ଫଳାଫଳରେ ବିଜ୍ଞାନ ଓ ବାଣିଜ୍ୟ କ୍ଷେତ୍ରରେ ରାଜ୍ୟରେ ସର୍ବୋତ୍ତମ ପାସ ହାର ସହ ସଫଳତା ସାଉଁଟି ଥିବା ବେଳେ କଳା ବିଭାଗରେ ମଧ୍ୟ ଆଶାନୁରୂପ ସଫଳତା ପାଇଛି । ନୟାଗଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚଳିତ ବର୍ଷ ବିଜ୍ଞାନରେ ୯୭.୪, କଳାରେ ୯୮ ଓ ବାଣିଜ୍ୟରେ ୯୭ ଶତକଡା ପାସ୍ ହାର ସହ ସାରା ଓଡ଼ିଶାରେ ନିଜର ରେକର୍ଡ ବଜାୟ ରଖିଛନ୍ତି । ବିଜ୍ଞାନରେ ଭୂମିକା ପ୍ରିୟଦର୍ଶିନୀ ସାହୁ ୫୭୧, କଳାରେ ଉତ୍କଳିକା ମାର୍ଥା ୫୪୫ ଓ ବାଣିଜ୍ୟରେ ଅଞ୍ଜୁସୁନି ନାୟକ ୫୬୨ ନମ୍ବର ରଖି ଶୀର୍ଷରେ ଅଛନ୍ତି । ଚଳିତ ବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ବେଶ ଭଲ ଫଳାଫଳ ଦେଇଛନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନେ ଏହି ସଫଳତାକୁ ନେଇ ବେଶ ଖୁସି ଅଛନ୍ତି ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!