Thursday, March 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜର ସ୍ୱପ୍ନକୁ ଅନ୍ୟ ଉପରେ ଲଦ ନାହିଁ

by ସଞ୍ଜୟ ସ୍ୱାଇଁ
January 23, 2020
in Education
ନିଜର ସ୍ୱପ୍ନକୁ ଅନ୍ୟ ଉପରେ ଲଦ ନାହିଁ
37
VIEWS
Share on FacebookShare on Twitter

ବଚପନ ଓ ଗାଇଡାନ୍ସର ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ବଚପନ ପ୍ଲେ ସ୍କୁଲ ଏବଂ ଗାଇଡାନ୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ସ୍ଥାନୀୟ ପଠାଣିସାମନ୍ତ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଅଧ୍ୟକ୍ଷ ଡ. ଲଳିତ କୁମାର ପଟ୍ଟନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ସିଆରସିସି ଦୁର୍ଗାକାନ୍ତ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ନିର୍ମଳ ଚନ୍ଦ୍ର ଶୂରଦେଓ ପ୍ରମୂଖ ଯୋଗ ଦେଇଥିଲେ । ଅନୁଷ୍ଠିତ ଉତ୍ସବରେ ବଚପନ ଓ ଗାଇଡାନ୍ସର ନିର୍ଦ୍ଦେଶକ ଅବିନାଶ ସାହୁ ସଭା ପରିଚାଳନା କରିଥିଲେ । ମୁଖ୍ୟବକ୍ତା ଛୋଟ ଛୋଟ ଶିଶୁମାନଙ୍କ ଉଦ୍ଦେଶ୍ୟରେ ଶିକ୍ଷାର ବୈାଧିକ ବିକାଶ, ସମୟାନୁବର୍ତ୍ତିତା ଓ ମା ମାନଙ୍କର ଶିଶୁ ମାନଙ୍କ ପ୍ରତି ଭୂମିକା ଉପରେ ଆଲୋକପାତ କରିଥିଲେ । ମା’ର ଅନୁଭୂତି ଶିଶୁମାନଙ୍କ ପାଇଁ ସଫଳତାର ଚାବିକାଠି ବୋଲି କହିଥିଲେ । ନିଜର ସ୍ୱପ୍ନକୁ ସାକାର ଅନ୍ୟ ଉପରେ ନଲଦିବା ପାଇଁ ଶିଶୁମାନଙ୍କ ଉଦ୍ଦେଶ୍ୟରେ ଅଭିଭାବକମାନଙ୍କୁ ମୁଖ୍ୟବକ୍ତା ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ସେହିପରି ଭାବେ ମୁଖ୍ୟ ଅତିଥି ଇର୍ସାନ୍ୱିତ ନହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ବିଭିନ୍ନ ପ୍ରତିଯୋଗୀତାରେ ସଫଳତା ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ଓ ଅଧ୍ୟକ୍ଷ ଉପସ୍ଥିତ ଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!