Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଳଗଦାରୁ ବଜ୍ରକାପ୍ତା ଉଦ୍ଧାର

by Anil Panda
August 18, 2020
in Feature News, Nayagarh
ପାଳଗଦାରୁ ବଜ୍ରକାପ୍ତା ଉଦ୍ଧାର
826
VIEWS
Share on FacebookShare on Twitter

ଖଣ୍ଡପଡ଼ା,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ବ୍ଳକ ଅଧିନ ବିଜିପୁର ପଂଚାୟତ ସୁନାଖଳା ଗ୍ରାମର କେଶବ ଚନ୍ଦ୍ର ରାଉତଙ୍କ ଘର ପଛ ପାଖ ବାରିରେ ଥିବା ପାଳଗଦାରେ ସୋମବାର ରାତିରେ ଏକ ବଜ୍ରକାପ୍ତା ପଶିି ରହିଥିବା ନେଇ ଜଣାପଡ଼ିବା ପରେ ବଜ୍ରକାପ୍ତାଟିକୁ ଦେଖିବା ପାଇଁ ଜନସାଧାରଣଙ୍କ ସୁଅ ଛୁଟିଥିଲା । ଏ ସଂପର୍କରେ ଖବରପାଇ ଖଣ୍ଡପଡ଼ା ବନାଚଂଳ ଅଧିକାରୀ ଶ୍ରୀଧର ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କର୍ମଚାରୀମାନେ ଘଟଣାସ୍ଥଳରେ ପହଁଚି ପାଳଗଦା ମଧ୍ୟରୁ ମଙ୍ଗଳବାର ସକାଳେ ବଜ୍ରକାପ୍ତାଟିକୁ ଉଦ୍ଧାର କରିଥିଲେ । ଖଣ୍ଡପଡ଼ା ବନାଚଂଳ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଏବେ ବଜ୍ରକାପ୍ତାଟିକୁ ସୁରକ୍ଷିତ ଅବସ୍ଥାରେ ରଖାଯାଇଛି । ସଂରକ୍ଷିତ ଜଙ୍ଗଲରେ ବଜ୍ରକାପ୍ତାଟିକୁ ବୁଧବାର ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!