Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକାଶ ଛୁଇଁବ ବରକନ୍ୟା ଝରଣା

by ସଞ୍ଜୟ ସ୍ୱାଇଁ
March 23, 2023
in Nayagarh, Toursimi
ବିକାଶ ଛୁଇଁବ ବରକନ୍ୟା ଝରଣା
2.4k
VIEWS
Share on FacebookShare on Twitter

ନୟାଗଡ଼ରେ ଦେବୀ, ବବି, ଅତନୁ, ଅରୁଣ 

ନୟାଗଡ଼,(ବାଘୁଆବାର୍ତ୍ତା): ଜଙ୍ଗଲ ଓ ପାହାଡ଼ ଘେରା ନୟାଗଡ଼ ଜିଲ୍ଲା ପାକୃତିକ ସମ୍ଭାରରେ ପରିପୂର୍ଣ୍ଣ । ଅନେକ ନଦୀ ନାଳ ଓ ପାହାଡ଼ ପର୍ବତ ଜିଲ୍ଲାକୁ ଆଚ୍ଛାଦିତ କରି ରଖିଛି । କିଛିବର୍ଷ ତଳେ ଶିମିଳି ଝରଣା ଲୋକଲୋଚନକୁ ଆସି ଲୋକପ୍ରିୟ ହୋଇଥିବା ବେଳେ ଏବେ ବରକନ୍ୟା ଝରଣା ଏକ ପ୍ରମୁଖ ସ୍ଥାନ ଭାବେ ଉଭା ହୋଇଛି । ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ସରହଦ ରିଜର୍ଭ ଫରେଷ୍ଟରେ ବର୍ଷସାରା କୁଳୁକୁଳୁ ଶବ୍ଦରେ ବହି ଚାଲିଛ ବରକନ୍ୟା ଝରଣା । ଦୀର୍ଘଦିନ ଧରି ଏହା ଲୋକ ଲୋଚନକୁ ଆସିନଥିବା ଏବେ ବେଶ ଲୋକପ୍ରିୟ ହୋଇଛି।

ଆଜି ସକାଳୁ ସକାଳୁ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପହଞ୍ଚିଥିଲେ। କୁଳୁକୁଳୁ ଝରଣାକୁ ସମସ୍ତେ ବେଶ ଉପଭୋଗ କରିଥିଲେ। ଏହି ଝରଣାକୁ ଦେଖି ବିଜେଡି ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ଦାସ ପ୍ରଶଂସା କରିବା ସହ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ଦିଆଯିବ ବୋଲି କହିଥିଲେ। ଏହି ଗସ୍ତରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସୁବାଷ କହଁର, ସରୋଜ ରଣସିଂହ, ବିରଜା ଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ଓଡ଼ଗାଁ ବିଡିଓ ସନ୍ତୋଷ କୁମାର ଜେନା, ତହସିଲଦାର ଅନୀଲ କୁମାର ଆଚାର୍ଯ୍ୟଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧିମାନେ ଗସ୍ତ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!