Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକ ସୁରକ୍ଷା ଓ ବିକାଶ ମଞ୍ଚ ଗଠିତ

by ସଞ୍ଜୟ ସ୍ୱାଇଁ
January 19, 2020
in Crime
ବରିଷ୍ଠ ନାଗରିକ ସୁରକ୍ଷା ଓ ବିକାଶ ମଞ୍ଚ ଗଠିତ
29
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦରମହକୁମାରେ ବରିଷ୍ଠ ନାଗରିକଙ୍କ କଲ୍ୟାଣ ନିମନ୍ତେ ଆଜି ଏକ ନୂଆ ସଂଗଠନ ଗଠନ କରାଯାଇଛି । ଏନେଇ ହୋଟଲ ନୀଳମାଧବ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ରହିଥିବା ବରିଷ୍ଠ ନାଗରିକ ସଂଗଠନ ଗୁଡ଼ିକ ଯୋଗ ଦେଇଛନ୍ତି । ଏହି ବୈଠକରେ ଆଜି କର୍ମକର୍ତ୍ତା ଚୟନ କରାଯାଇଛି । ବରିଷ୍ଠ ନାଗରିକ ସୁରକ୍ଷା ଓ ବିକାଶ ମଞ୍ଚର ସଭାପତି ଭାବେ ଭଗବତୀ ଚରଣ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ଭାବେ ଅଖିଳ ମହାରଣା, ସାଧାରଣ ସଂପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ବେହେରା ଏବଂ ମୁଖ୍ୟ ଉପଦେଷ୍ଟା ଭାବେ ଗୋଦାବରୀ ସାହୁଙ୍କ ନାମ ଚୟନ କରାଯାଇଛି । ଆଗାମୀ ଦିନରେ ବରିଷ୍ଠ ନାଗରିକଙ୍କ କଲ୍ୟାଣ ପାଇଁ ଏହି ସଂଗଠନ କାର୍ଯ୍ୟକରିବ ବୋଲି ସୂଚନା ମିଳିଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!