Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନର ଜେସିବି ମାଡ଼

by ସଞ୍ଜୟ ସ୍ୱାଇଁ
October 20, 2020
in Nayagarh
ପ୍ରଶାସନର ଜେସିବି ମାଡ଼
1.3k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ବେଆଇନ ଭାବେ ଜବରଦଖଲ ବଢ଼ି ଚାଲିଥିବା ବେଳେ ଆଜି ପୈାର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଜବରଦଖଲ ଉଚ୍ଛେଦ କରାଯାଇଛି । ପ୍ରଶାସନର ଜେସିବି ମାଡ଼ରେ ଜବରଦଖଲ ହୋଇଥିବା ସ୍ଥାନର ପାଚେରୀ ଧରାଶାୟୀ ହୋଇଛି । ସୂଚନାନୁସାରେ, ନୟାଗଡ଼ ସହରରେ ଥିବା ସମର୍ପଣ ବୃଦ୍ଧାଶ୍ରମ ନିକଟରେ ଥିବା ଏକ ସରକାରୀ ସ୍ଥାନକୁ ଜଣେ ମୃଷ୍ଟିମେୟ ବ୍ୟକ୍ତି ଜବରଦଖଲ କରି ଗୃହ ନିର୍ମାଣ କରୁଥିଲେ । ସେହିଭଳି ଭାବେ ନୟାଗଡ଼ ପିଟିଏସ୍ ରୋଡ଼ ନିକଟସ୍ଥ ନବନିର୍ମିତ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପଛ ପାଖରେ ଥିବା ସରକାରୀ ଜାଗାକୁ ଜବରଦଖଲ କରାଯାଇ ପାଚେରୀ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଥିଲା । ଯାହାକୁ ନେଇ ଆଜି ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତଙ୍କ ନେତୃତ୍ୱରେ ନୟାଗଡ଼ ତହସିଲଦାର୍ ଭିକାରୀ ସାହୁ, ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନା ଘଟଣାସ୍ଥଳରେ ପୈାର କର୍ମଚାରୀ ଏବଂ ଜେସିବି ସହ ପହଂଚି ବେଆଇନ ନିର୍ମାଣକୁ ଭାଙ୍ଗି ଦେଇଥିବା ତହସିଲଦାର ସୂଚନା ଦେଇଛନ୍ତି । ପୂର୍ବରୁ ମଧ୍ୟ ନୟାଗଡ଼ ଏଲ୍‌ଆଇସି ଅଫିସ୍ ପଛ ପାଖରେ ହୋଇଥିବା ଜବରଦଖଲ ମୁକ୍ତ କରାଯାଇଥିଲା ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!