Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ଯୁବ ବାହିନୀର ଗାଁ ଅଲମ୍ପିକ୍ସ

by ସଞ୍ଜୟ ସ୍ୱାଇଁ
February 15, 2020
in Feature News
ବିଜୁ ଯୁବ ବାହିନୀର ଗାଁ ଅଲମ୍ପିକ୍ସ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବିଜୁ ଯୁବ ବାହିନୀ ପକ୍ଷରୁ ଗାଁ ଅଲମ୍ପିକ୍ସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଥାଗାଡ଼ିଆ ପଂଚାୟତ ଜୟପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗାଁରେ ହଜି ଆସୁଥିବା ବିଭିନ୍ନ କ୍ରୀଡ଼ାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପୁଚି, କବାଡ଼ି, ଖୋ ଖୋ, କ୍ୟାରମ ପ୍ରଭୃତି କ୍ରୀଡ଼ା ଅନୁଷ୍ଠିତ ହୋଇଥିବା ବେଳେ କୃତ୍ତି ପ୍ରତିଯୋଗୀମାନଙ୍କୁ ଟ୍ରଫି ଦିଆଯାଇ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଜୁ ଯୁବ ବାହିନୀ ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ବେହେରା, ନୟାଗଡ଼ ବ୍ଲକ ସଂଯୋଜକ ମନୋଜ କୁମାର ନାୟକ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ,ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!