Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରକ୍ତ ଭଣ୍ଡାରକୁ ରକ୍ତ ଯୋଗାଇଲେ

by ସଞ୍ଜୟ ସ୍ୱାଇଁ
May 22, 2021
in Feature News, Nayagarh
ରକ୍ତ ଭଣ୍ଡାରକୁ ରକ୍ତ ଯୋଗାଇଲେ
323
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ସମସ୍ୟା ଦେଖା ଦେଇଛି । ପ୍ରତ୍ୟେକ ଦିନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୫୦ରୁ ଉର୍ଦ୍ଧ ରକ୍ତର ଆବଶ୍ୟକତା ହେଉଥିବା ବେଳେ ଗତ କିଛିଦିନ ହେଲା ରକ୍ତର ଘୋର ଶଙ୍କଟ ଦେଖା ଦେଇଛି । ରୋଗୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ବିଜୁ ଛାତ୍ର ଜନତା ଦଳର ବ୍ଲକ୍ ସଭାପତି ସାଇ ଶୁଭମ୍ ଆଜି ଛାତ୍ରମାନଙ୍କୁ ଧରି ରକ୍ତ ଭଣ୍ଡାରରେ ପହଞ୍ଚି ରକ୍ତ ଯୋଗାଇ ଦେଇଥିବା ଜଣାପଡିଛି । ଆଗାମୀ ଦିନରେ ମଧ୍ୟ ରକ୍ତ ଯୋଗାଇ ଦେବେ ବୋଲି ପ୍ରତିଶୃତି ବଦ୍ଧ ହୋଇଛନ୍ତି ସାଇ ଶୁଭମ୍ । ଆଜିର ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ଜୀବନ ବିନ୍ଦୁର ଜିଲ୍ଲା ସଂଯୋଜକ ଗୁରୁପ୍ରସାଦ ଜେନା, ସମାଜସେବୀ ଦାମୋଦର ସାହୁ, ଡମ୍ବୁରଧର ବେହେରା, ଇମ୍ରାନ ଖାଁ, ଚିନ୍ମୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!