Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବୋଇତ ବନ୍ଦାଣ ତୃତୀୟ ଦିନରେ ହଜାର ହଜାର ଦର୍ଶକ ସାମିଲି

by ସଞ୍ଜୟ ସ୍ୱାଇଁ
November 11, 2019
in State

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ପୁରୁଣା ସହରଠାରେ ଅନୁଷ୍ଠିତ ୧୬ତମ ବୋଇତ ବନ୍ଦାଣ ଉତ୍ସବ ରବିବାର ତୃତୀୟ ଦିନରେ ପଂହଚିଛି । ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସସକ୍ତିକରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଜିଲ୍ଲା ଯୁବ ବିଜେଡି ସଭାପତି ରମେଶ କୁମାର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ କୁମାର ମହାପାତ୍ର, ଡା. ସିଦ୍ଧାର୍ଥ ଦାଶ, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ଯୋଗଦେଇଥିଲେ । ଅନୁଷ୍ଠାନର ସଭାପତି କିସାନ୍ ଦାଶ ସଭାପରିଚାଳନା କରିଥିଲେ । ବୋଇତବନ୍ଦାଣ ଉତ୍ସବରେ କଟକ ମେଲୋଡ଼ି କିଙ୍ଗ ଆଣ୍ଡ କୁଇନ୍, ହାସ୍ୟ ଅଭିନେତ୍ରୀ ଐଶୁର୍ଯ୍ୟ ବେହେରା,
ଚଳଚ୍ଚିତ୍ର ଅଭିନେତ୍ରୀ ଲିପିକା ସେନାପତି ପ୍ରମୂଖ ଯୋଗଦେଇ ଦର୍ଶକଙ୍କ ମନମୋହିଥିଲେ । ପ୍ରାରମ୍ଭରେ କୁନିକୁନି କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା । ଏହି ଉତ୍ସବରେ ହଜାର ହଜାର ଦର୍ଶକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।

http://baghuabarta.com/backup/wp-content/uploads/2019/11/VID-20191110-WA0099.mp4

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!