Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼: ବୋଇତ ବନ୍ଦାଣ ଦ୍ଵିତୀୟ ସନ୍ଧ୍ୟା

by ସଞ୍ଜୟ ସ୍ୱାଇଁ
November 9, 2019
in State
18
VIEWS
Share on FacebookShare on Twitter

ରଙ୍ଗା ରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକ ଝୁମିଲେ

ନୟାଗଡ଼ (ବାଘୁଆ ବାର୍ତ୍ତା ବ୍ୟୁରୋ) ନୟାଗଡ଼ ପୁରୁଣା ସହରରେ ଅନୁଷ୍ଠିତ ବୋଇତ ବନ୍ଦାଣ ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ବିଭିନ୍ନ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମରେ  ଦର୍ଶକ ଝୁମି ଛନ୍ତି । ବାଙ୍କୀର ସିଙ୍ଘମ ଡ୍ୟାନ୍ସ ଗ୍ରୁପ ଓ ଭୁବନେଶ୍ଵରର ରକଷ୍ଟାର ଡ୍ୟାନ୍ସ ଗ୍ରୁପ ଦେଖିବା ପାଇଁ ବହୁ ଦର୍ଶକ ଯୋଗ ଦେଇଥିଲେ । ଆଜିର କାର୍ଯ୍ୟକ୍ରମକୁ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ନୟାଗଡ଼ କେନ୍ଦ୍ର ସମବାୟ ସଭାପତି ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ନୟାଗଡ଼ ଏନ.ଏ.ସି. ର ପୂର୍ବତନ ନଗରପାଳ ଗୁରୁ ପ୍ରସାଦ ଜେନା, ନୟାଗଡ଼ ବ୍ଲକ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର କଅଁର, ନୟାଗଡ଼ ମୁନିସପାଲଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ । ବୋଇତ ବନ୍ଦାଣ ଉତ୍ସବ କମିଟିର ସଭାପତି କିଶାନ ଦାସ ସଭା ପରି ଚାଳନା କରିଥିଲେ । ସିନ୍ଦୁର ବିନ୍ଦୁ ସିରିଏଲର ମୁଖ୍ୟ ନାୟକ ଲିଙ୍କନ ଚୌଧୁରୀ(ଦେବା) ଓ ବର୍ଷା ପ୍ରମୁଖ ଯୋଗ ଦେଇ ଅଭିନୟ ଦେଖାଇ ଥିଲେ ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଦର୍ଶକ ଯୋଗ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!