Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ତେବାସୀଙ୍କ ସହ ରାମାୟଣ ଦେଖିଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 13, 2020
in Lifestyle
ଅନ୍ତେବାସୀଙ୍କ ସହ ରାମାୟଣ ଦେଖିଲେ ମନ୍ତ୍ରୀ
58
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ଗ୍ରସ୍ତରେ ଆସି ସ୍ଥାନୀୟ ଜରାଶ୍ରମ ସମର୍ପଣ ଅନ୍ତେବାସୀଙ୍କ ସହ ସମୟ ବିତାଇଛନ୍ତି । କରୋନା କଟକଣା ସମୟରେ ସେମାନଙ୍କର ଭଲମନ୍ଦ ବୁଝିବା ସହ ଅନ୍ତେବାସୀଙ୍କ ସହ ରାମାୟଣ ଦେଖିଛନ୍ତି । ମନ୍ତ୍ରୀଙ୍କ ଏହି ଗ୍ରସ୍ତ ସମୟରେ ଶାନ୍ତି ଚାରିଟେବୁଲ ଟ୍ରଷ୍ଟ ସଭାପତି ପ୍ରମୋଦ ପଟ୍ଟନାୟକ, ସଂପାଦକ ଅରୁଣ କୁମାର ମହାନ୍ତି, ପି.କେ ବସନ୍ତିଆ, ଶ୍ରୀଧର ସାହୁ, ସନ୍ତୋଷ ନାୟକ, ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!