Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ମସାନ ପରିସରରେ ବୃକ୍ଷରୋପଣ

by Anil Panda
June 28, 2020
in Lifestyle, Nayagarh
ଶ୍ମସାନ ପରିସରରେ ବୃକ୍ଷରୋପଣ
61
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସଦର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ପଂଚାୟତ ରାଉତରାପୁର ଶ୍ମସାନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିକଶକ୍ତି ନିର୍ମାଣ ସଂଘ ପକ୍ଷରୁ ଆୟୋଜିତ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଲକ୍ଷ୍ମୀପ୍ରସାଦ ସରପଂଚ ଇଂ ସୈାମ୍ୟ ରଂଜନ ପ୍ରଧାନ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କରିଥିଲେ । ସଂଘ ସଭାପତି ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସଂଘର ସମସ୍ତ ସଦସ୍ୟ ବୃକ୍ଷରୋପଣ କରିଥିବା ଜଣାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!