Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ପକ୍ଷରୁ ବୃକ୍ଷରୋପଣ

by Anil Panda
July 3, 2020
in Feature News, Lifestyle
ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ପକ୍ଷରୁ ବୃକ୍ଷରୋପଣ
26
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣଙ୍କ ତରଫରୁ ବନମହୋତ୍ସବ ଉପଲକ୍ଷେ ନୟାଗଡ଼ ଜୁଡିସିଆଲ ସରକାରୀ ବାସଭବନ ପ୍ରାଙ୍ଗଣରେ ସାମାଜିକ ଦୂରତ୍ୱ ଅବଲମ୍ବନ କରି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପରିବେଶର ସୁରକ୍ଷା ପାଇଁ ଗଛଟିଏ ଲଗାଇବା ନିହାତି ଜରୁରୀ ବୋଲି ଅତିଥି ଭାବେ ଯୋଗ ଦେଇ ଜିଲ୍ଲାଜଜ୍ ରୂପଶ୍ରୀ ଚୌଧୁରୀ ମତବ୍ୟକ୍ତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ବିଚାରପତି ପ୍ରସନ୍ନ କୁମାର ମିଶ୍ର, ସିଜେଏମ୍ ମାନସ କୁମାର ପଣ୍ଡା, ମହିଳାକୋର୍ଟ ବିଚାରପତି ବର୍ଣ୍ଣାଳୀ ତ୍ରିପାଠୀ, ସବ୍‌ଜଜ୍ ମୁସାରତ୍ ଜାହିନ୍‌, ରେଜିଷ୍ଟର ଚିତରଞ୍ଜନ ମିଶ୍ର, ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ସଚିବ ରଞ୍ଜୁଲତା ଲେଙ୍କା, ଜେଏମ୍‌ଏଫ୍‌ସି ମୋନାଲିସା ଦାସ, ଜେଏମ୍‌ଏଫ୍‌ସି ପ୍ରତିମା ସାହୁ, ଡିଏଫ୍‌ଓ ଧନରାଜ ଏଚ୍‌ଡି, ଏସିଏଫ୍ ଏବଂ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା ଆଇନ୍‌ସେବା ପ୍ରାଧୀକରଣର କର୍ମଚାରୀମାନେ ସହଯୋଗ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବନବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!