Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ତୀର୍ଥଯାତ୍ରୀ ବସ ୨୫ ଆହାତ, ୭ ଗୁରୁତର

by ସଞ୍ଜୟ ସ୍ୱାଇଁ
March 11, 2020
in Accident
ଓଲଟିଲା ତୀର୍ଥଯାତ୍ରୀ ବସ  ୨୫ ଆହାତ, ୭ ଗୁରୁତର
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗିରୀ ଜାତୀୟ ରାଜପଥର ଡିମିରିଝରୀ ନିକଟରେ ଏକ ତୀର୍ଥଯାତ୍ରୀ ବସ ଓଲଟିପଡ଼ିବା ଫଳରେ ବସରେ ଥିବା ଲୋକଙ୍କ ମଧ୍ୟରୁ ୨୫ ଜଣ ଆହାତ ହୋଇଛନ୍ତି । ଆହାତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି । ସୂଚନାନୁସାରେ, ଛଚ୍ଛିଶଗଡ଼ରୁ ଏକ ତୀର୍ଥଯାତ୍ରୀ ବସ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ଆସିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ପୁରୀରୁ ଛତିଶଗଡ଼ ଅଭିମୂଖେ ଯାଉଥିବା ବେଳେ ନୟାଗଡ଼ ନୂଆଗାଁ ଥାନା ଡିମିରିଝରୀଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । କୈାଣସି କାରଣ ବସତଃ ବସର ଆଗ ଚକ ବାହାରି ଯିବାରୁ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ବସରେ ୬୦ ଜଣ ଯାତ୍ରୀ ବସିଥିବା ବେଳେ ୨୫ ଜଣ ଆହାତ ଓ ୭ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୁଲିସ ପହଂଚି ଆହାତ ମାନଙ୍କୁ ଉଦ୍ଧାର କରି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିଲେ ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!