Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁସ୍ଥ ହେଲେ ଜିଲ୍ଲାର ପ୍ରଥମ କରୋନା ଆକ୍ରାନ୍ତ

by Anil Panda
May 19, 2020
in Breaking
ନୟାଗଡ: ପୁଣି ୩ କରୋନା ଚିହ୍ନଟ, ମୋଟ ୯
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପାଇଁ ଖୁସି ଖବର । ଗତ ୯ ତାରିଖରେ ଓଡ଼ଗାଁ ବ୍ଲକ କରଡ଼ା କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜିଲ୍ଲାର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରାନ୍ତ ଜଣଙ୍କ ବଡ଼ପୁଟ ଗ୍ରାମର ହୋଇଥିବା ବେଳେ ତାଙ୍କୁ ଭୂବନେଶ୍ୱର ସମ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ସେ ଏବେଠାରୁ ଗ୍ରାମକୁ ଫେରି ନିଜ ଘରେ ୧୪ ଦିନ ହୋମ କ୍ୱାରେଣ୍ଟାଇନ୍‌ରେ ରହିବେ ବୋଲି ଜଣାଯାଇଛି । ଜିଲ୍ଲାରେ ମୋଟ ୧୦ ଜଣ ରୋଗୀ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!