Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ କରୋନା @ ୫୦୦ !

by ସଞ୍ଜୟ ସ୍ୱାଇଁ
July 25, 2020
in Breaking, Nayagarh
corona
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଆଜି ସୁଦ୍ଧାର ୪୬୩ ରହିଥିବା ବେଳେ ଆସନ୍ତାକାଲି ସୁଦ୍ଧା ଏହା ୫ ଶହ ଛୁଇଁବ କିମ୍ବା ପାର ହେବ ବୋଲି ଅନୁମାନ କରାଯାଉଛି । ଆଜି ସଂନ୍ଧ୍ୟାରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦଶପଲ୍ଲା ବ୍ଲକରୁ ୨୫ ଆକ୍ରାନ୍ତ ଚିହ୍ନଟ ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ସଂଖ୍ୟା ୫ ଶହ ଛୁଇଁବାର ସମ୍ଭାବନା ଦେଖା ଦେଇଛି । ଆସନ୍ତାକାଲି ରାଜ୍ୟ ସରକାର ଘୋଷଣା କରିବା ପରେ ଏହା ସ୍ପଷ୍ଟ ହେବ ବୋଲି ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!