Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଦ୍ୱିତୀୟ କରୋନା ମୃତ୍ୟୁ

by Anil Panda
July 30, 2020
in Breaking, Feature News, Nayagarh
corona
2.3k
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ ଆଜି ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେଥିମଧ୍ୟରେ ନୟାଗଡ଼ ଜିଲ୍ଲାର ଜଣେ ବ୍ୟକ୍ତି ରହିଥିବା ଜଣାଯାଇଛି । ଏହି ବ୍ୟକ୍ତି ଜଣଙ୍କ ୬୫ ବର୍ଷିୟ ବୃଦ୍ଧ ଏବଂ ସେ କିଡୀନ୍ ସମସ୍ୟାରେ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି । ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ସବିଶେଷ ତଥ୍ୟ ମିଳି ପାରି ନାହିଁ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!