Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁସ୍ଥ ହେଲେ ପୁଣି ୨ କରୋନା ଆକ୍ରାନ୍ତ

by Anil Panda
May 26, 2020
in Breaking
ବିନା ସୂଚନା ଫେରନ୍ତା, ନିଦ ହଜାଇବେ !
18
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଂଚିଛି ଥିବା ବେଳେ ସେମାନଙ୍କୁ ମଧ୍ୟରୁ ମୋଟ ୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗତକାଲି ୩ ଜଣ ଆକ୍ରାନ୍ତ ଏବଂ ଆଜି ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୂଚନାନୁସାରେ, ଗଣିଆ ବ୍ଲକରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦଶପଲ୍ଲାରୁ ୪, ରଣପୁର ୩, ନୟାଗଡ଼ରୁ ୧୧ ଏବଂ ଓଡ଼ଗାଁ ବ୍ଲକରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ କରୋନା ଆକ୍ରାନ୍ତ ବାହାର ରାଜ୍ୟରୁ ଫେରି ସଂଗରୋଧରେ ରହିଥିଲେ । ଏଥିମଧ୍ୟରୁ ଆଜି ସୁସ୍ଥ ହୋଇଥିବା ଦୁଇ କରୋନା ଗତ ୧୬ ତାରିଖରେ ଶରଣକୂଳ ନିକଟସ୍ଥ କରଡ଼ା ସଂଗରୋଧରୁ ଚିହ୍ନଟ ହୋଇଥିଲେ । ଏହି ଦୁଇ ଜଣଙ୍କ ମଧ୍ୟରେ ସୋଲପଟାର ଜଣେ ୨୨ ବର୍ଷିୟା ମହିଳା ରହିଥିବା ବେଳେ ସୁନାମୁହିଁର ଜଣେ ୪୫ ବର୍ଷିୟ ପୁରୁଷ ବ୍ୟକ୍ତି ରହିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!