Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ୧୦ ପୁଲିସ୍‌ଙ୍କ ସହ ଜିଲ୍ଲାରେ ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

by Anil Panda
July 30, 2020
in Breaking, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
1.5k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କରୋନା ମହାମାରୀ ଜିଲ୍ଲାରେ ଏବେ ଅସମ୍ଭାଳ ପରିସ୍ଥିତି ସୃଷ୍ଟି କରିଛି । ଗତ ଗୋଟିଏ ସପ୍ତାହ ମଧ୍ୟରେ ଜିଲ୍ଲାରେ ଭୟାବହ ଭାବେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ପରିସ୍ଥିତି ଆଗକୁ ଅସମ୍ଭାଳ ହେବ ବୋଲି ଆକଳନ କରାଯାଉଛି । ଆଜି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଂଚଳରୁ ୧୦ ଜଣ ପୁଲିସ କର୍ମଚାରୀଙ୍କ ସମେତ ଜିଲ୍ଲାରୁ ୨୦ରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ଏବେ ୬ ଶହ ମୁହାଁ ବୋଲି ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!