Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲାରୁ ପୁଣି ୪୩ ଆକ୍ରାନ୍ତ, ଓଡ଼ଗାଁରୁ ୩୨ !

by ସଞ୍ଜୟ ସ୍ୱାଇଁ
July 31, 2020
in Breaking, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
4.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଆଜି ପୁଣି ଜିଲ୍ଲାରୁ ୪୩  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଦଶପଲ୍ଲା ମଧ୍ୟଖଣ୍ଡରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ବ୍ଲକ ଓ ପୈାରାଞ୍ଚଳରୁ ୬ ଜଣ ଆକ୍ରାନ୍ତ, ରଣପୁରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଜିଲ୍ଲାରୁ ସର୍ବାଧିକ ଓଡ଼ଗାଁ ବ୍ଲକରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ନୟାଗଡ଼ ପୈାରାଞ୍ଚଳର ମିଶ୍ର କଲୋନୀ ଏବଂ ସୈାଭାଗ୍ୟମଂଜରୀ ଲେନରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ମଟ ହୋଇଥିବା ବେଳେ ଇଟାମାଟି, ହରିପୁର, ଶ୍ୟାମଘନପୁର ଏବଂ କଇଥଗାଡ଼ିଆରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ରଣପୁରର ବଜ୍ରକୋଟ, ନରେନ୍ଦ୍ରପୁର ଏବଂ ବ୍ରଜରାଜପୁରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦ୍‌ବ୍ୟତିତ ଓଡ଼ଗାଁ ବ୍ଲକର ନନ୍ଦିଘର, ଭଗବତୀପ୍ରସାଦ, ସୁନାମୁହିଁ, ହରିହରପୁର, ରୋହିବାଙ୍କ, ଶରଧାପୁର ଏବଂ ଓଡ଼ଗାଁ ଥାନାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭଗବତୀପ୍ରସାଦ ଏବଂ ରୋହିବାଙ୍କରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!