Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୩ ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକ ୨୯

by Anil Panda
August 1, 2020
in Breaking, Entertainment, Nayagarh
corona
977
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଆଜି ପୁଣି ଜିଲ୍ଲାରୁ ୩୩ରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ ବ୍ଲକରୁ ୨ ଜଣ, ଓଡ଼ଗାଁ ବ୍ଲକରୁ ୨୯ ଜଣ ଏବଂ ରଣପୁର ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି । ଓଡ଼ଗାଁ ବ୍ଲକର ଭଗବତୀପ୍ରସାଦ, ସୁନାମୁହିଁ, ହରିହରପୁର, ରୋହିବାଙ୍କ, ଶରଧାପୁର ଏବଂ ଓଡ଼ଗାଁ ଥାନାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!