Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ବ୍ଲକରୁ ୩୧ ଆକ୍ରାନ୍ତ ଚିହ୍ନଟ

by Anil Panda
August 4, 2020
in Breaking, Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଆଜି ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହି ଆକ୍ରାନ୍ତମାନେ ଜିଲ୍ଲାର ୬ ଟି ବ୍ଲକରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୨ ଜଣ, ଗଣିଆ ବ୍ଲକରୁ ଜଣେ, ଖଣ୍ଡପଡ଼ା ୬ ଜଣ, ନୟାଗଡ଼ ୧୨, ଓଡ଼ଗାଁ ୪, ରଣପୁର ବ୍ଲକରୁ ୫ ଏବଂ ନୟାଗଡ଼ ପୈାରାଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!