Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇକେଲରେ କରୋନା ସଚେତନତାର ବାର୍ତ୍ତା

by Anil Panda
July 28, 2020
in Feature News, Lifestyle, Nayagarh
ସାଇକେଲରେ କରୋନା ସଚେତନତାର ବାର୍ତ୍ତା
432
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଖୁଣ୍ଟୁବନ୍ଧ ଗ୍ରାମର ସୋମନାଥ ରାଉତ ନାମକ ଯୁବକ କିଛିଦିନ ହେବ ଏକ ସାଇକେଲ ମାଧ୍ୟମରେ କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଥିବା ଜଣାଯାଇଛି । ସେ ଜଣେ ଆଇଟିଆଇ ଛାତ୍ର ଭାବେ ପାଠ ପଢ଼ିବା ସହ ବାହାରେ କୈାଣସି ଏକ କମ୍ପାନୀରେ ଚାକିରି କରୁଥିଲେ । ମାତ୍ର ଚିତ୍ର କାରିଗରି ପାଠ ପଢ଼ିବା ପାଇଁ ସେ ଚାକିରି ଛାଡ଼ି ଆସିଥିବା ବେଳେ ଏବେ କରୋନା ପାଇଁ ପାଠ ପଢ଼ା ଅଟକି ଯାଇଛି । ସେ ନିଜ ସାଇକେଲ୍‌ରେ କରୋନା ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏକ ବୋର୍ଡ଼ ଲଗାଇ ବିଭିନ୍ନ ସ୍ଥାନ ବୁଲି ସଚେତନ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!