Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ପୁଲିସ କର୍ମଚାରୀଙ୍କୁ କରୋନା !

by ସଞ୍ଜୟ ସ୍ୱାଇଁ
June 21, 2020
in Breaking, Health
corona
80
VIEWS
Share on FacebookShare on Twitter

ସୁନା ବ୍ୟବସାୟୀଙ୍କ ପରିବାରରୁ ୬ ଆକ୍ରାନ୍ତ ଚିହ୍ନଟ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଧିମା ଗତି ଧରିଥିବା ବେଳେ ନୟାଗଡ଼ ସହରରେ କାୟା ମେଲାଇ ଚାଲିଛି । ଗତ ୧୯ ତାରିଖରେ ସହରର ଜଣେ ସୁନା ବ୍ୟବସାୟୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାଙ୍କ ସଂସ୍ପର୍ଶରେ ଆସିଥିବା ଅନେକ ଲୋକ କରୋନା ଚିହ୍ନଟ ହୋଇଛନ୍ତି । ସୂଚନାନୁସାରେ, ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ସୁନା ବ୍ୟବସାୟ କରୁଥିବା ଏହି ବ୍ୟବସାୟୀ ଦେବୋର୍ତ୍ତ କଲୋନୀ ୪ନଂ ଗଳିରେ ରହୁଥିଲେ । ସେ ଅନେକ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବାରୁ ୧୯ ତାରିଖରେ ନୟାଗଡ଼ର ୧୫୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା । ଆଜି ସେଇ ପରୀକ୍ଷା ରିର୍ପୋଟ ଆସିବା ପରେ ସୁନା ବ୍ୟବସାୟୀଙ୍କ ପରିବାରର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ନୟାଗଡ଼ ସହରରୁ ଜଣେ ପୁଲିସ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ପୁଲିସ କର୍ମଚାରୀ ଜଣଙ୍କ ସୁନା ବ୍ୟବସାୟୀଙ୍କ ସଂସ୍ପର୍ଶରେ ଆସିଥିବା ଆଲୋଚନା ହେଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!