Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓପନ ଚେସ୍ ଚାମ୍ପିୟନସିପ୍ ଉଦଘାଟିତ

by ସଞ୍ଜୟ ସ୍ୱାଇଁ
January 18, 2020
in Sports
ଓପନ ଚେସ୍ ଚାମ୍ପିୟନସିପ୍ ଉଦଘାଟିତ
27
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଲବ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଓପନ ଚେସ ଚାମ୍ପିୟନସିପ -୨୦୨୦ ଉଦଘାଟିତ ହୋଇଯାଇଛି । ସ୍ଥାନୀୟ ରୋଟାରୀ ଭବନରେ ଅନୁଷ୍ଠିତ ଏହି ଚାମ୍ପିୟନସିପକୁ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଯୋଗ ଦେଇ ଉଦଘାଟନ କରିଛନ୍ତି । ୨୪ ଜଣ ଖେଳାଳୀ ଏହି ଚାମ୍ପିୟନ ସିପରେ ଭାଗ ନେଇଛନ୍ତି । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଖେଳରେ ଶ୍ରେଷ୍ଠ ଖେଳାଳୀଙ୍କୁ ଚମ୍ପିୟାନ ଟ୍ରଫି ସହ ଦୁଇ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ । ଆଜିର ଉଦଘାଟନି କାର୍ଯ୍ୟକ୍ରମରେ ଓଡ଼ିଶା ଚେସ ଆସୋସିଏସନର ଫିଡେ ଆରବିର୍ଟର ସନ୍ତୋଷ କୁମାର ମହାପାତ୍ର, ରୋଟାରୀ ସଭାପତି ମଦନ ମୋହନ ମହାପାତ୍ର, ନୟାଗଡ଼ ଚେସ ଆସୋସିଏସନ ସଭାପତି ପ୍ରମୋଦ କୁମାର ପଟ୍ଟନାୟକ ଏବଂ ସମାଜସବେୀ ଧିରେନ୍ଦ୍ର ପଟ୍ଟନାୟକ ପ୍ରମୂଖ ସହଯୋଗ କରିଛନ୍ତି ।

http://baghuabarta.com/backup/wp-content/uploads/2020/01/VID-20200118-WA0010.mp4
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!