Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଲି ନୟାଗଡ଼ ବନ୍ଦ, ସଂନ୍ଧ୍ୟାରେ ହେଲା ଜନଜାଗରଣ

by ସଞ୍ଜୟ ସ୍ୱାଇଁ
March 5, 2020
in Feature News
କାଲି ନୟାଗଡ଼ ବନ୍ଦ, ସଂନ୍ଧ୍ୟାରେ ହେଲା ଜନଜାଗରଣ
32
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଚିନିଶିଳ୍ପକୁ ପୁନଃ କାର୍ଯ୍ୟକ୍ଷମ ଦାବିରେ ୬ ତାରିଖରେ ନୟାଗଡ଼ ବନ୍ଦ ଡାକରା ଦେଇଥିବା ବେଳେ ଆଜି କ୍ରିୟାନୁଷ୍ଠାନ କମିଟିର ଆବାହକ ବିଶ୍ୱନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ନୟାଗଡ଼ ସହରରେ ଜନଜାଗରଣ ସୃଷ୍ଟି କରାଯାଇଛି । ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆବାହକ ବିଶ୍ୱନାଥ ମହାପାତ୍ର, ସାଧାରଣ ସଂପାଦକ ସନ୍ତୋଷ କୁମାର ପ୍ରଧାନ, ମନୋଜ କୁମାର ସାହୁ, ସଂଯୋଜକ ଶିବରାମ ମହାପାତ୍ର, ଚିନିକଳ କର୍ମଚାରୀ ସଂଘ ସଭାପତି ଯୋଗେନ୍ଦ୍ର କୁମାର ଖୁଣ୍ଟିଆ ପ୍ରମୂଖ ଯୋଗ ଦେଇଥିଲେ । ୨୦୧୫ ମସିହାରୁ ଚିନିଶିଳ୍ପ ପରିଚାଳକ ବେଆଇନ ଭାବେ କାରଖାନାକୁ ତାଲ ବନ୍ଦ କରି ରଖିଥିବା ବେଳେ ଚାଷୀ ଓ ଶ୍ରମିକଙ୍କ କୋଟି କୋଟି ଟଙ୍କା ବକେୟା ରଖିଛନ୍ତି । ଏପରିସ୍ଥଳେ ବେଆଇନ ଭାବେ ବନ୍ଦ ପଡ଼ିଥିବା ଚିନିଶିଳ୍ପକୁ ପୁନଃ କାର୍ଯ୍ୟକ୍ଷମ କରିବା ନେଇ ଆସନ୍ତାକାଲି ହେବାକୁ ଥିବା ନୟାଗଡ଼ ବନ୍ଦକୁ ସଫଳ କରିବା ପାଇଁ ଆହ୍ୱାନ ଦେଇଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!