Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବନ୍ଦ ବେଳେ ପରୀକ୍ଷାରେ ବ୍ୟାହାତ ସୃଷ୍ଟି ହେବ ନାହିଁ

by ସଞ୍ଜୟ ସ୍ୱାଇଁ
March 4, 2020
in Feature News
39
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଚିନିଶିଳ୍ପ ପୁନଃ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୬ ତାରିଖରେ ନୟାଗଡ଼ ବନ୍ଦ ଡାକରା ଦିଆଯାଇଛି । ଏହି ଦିନ +୨ ସମେତ ଅନ୍ୟନା ଛାତ୍ରଛାତ୍ରୀଙ୍କ ପରୀକ୍ଷା ରହୁଥିବାରୁ ପରୀକ୍ଷାରେ ଆଦୈା ବ୍ୟାହାତ ସୃଷ୍ଟି ନକରି ଶାନ୍ତି ପୂର୍ଣ୍ଣ ଭାବେ ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରେସ ଇସ୍ତାହାର ମାଧ୍ୟମରେ ଜଣାଇ ଦିଆଯାଇଛି । ନୟାଗଡ଼ ଚିନିଶିଳ୍ପ ପୁନଃ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟି ଜିଲ୍ଲାର ୮ଟି ବ୍ଲକରେ ଜନଜାଗରଣ ସୃଷ୍ଟି କରିବା ସହ ସାରା ଜିଲ୍ଲାରେ ୬ ତାରିଖ ଅଖଚକ ବନ୍ଦ ଘୋଷଣା କରିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!