Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ କ୍ଳବ ତରଫରୁ ସଂକ୍ରାନ୍ତିରେ ମାଗଣା ଜଳଖିଆ

by ସଞ୍ଜୟ ସ୍ୱାଇଁ
November 15, 2020
in Nayagarh
792
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା):ସ୍ଥାନୀୟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ନୟାଗଡ଼ କ୍ଳବ ର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି ସଭାରେ ଅଭାବୀ ଗରିବ ଲୋକ ମାନଙ୍କୁ ପ୍ରତ୍ଯେକ ସଂକ୍ରାନ୍ତି ରେ ମାଗଣା ଜଳଖିଆ ବିତରଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି କ୍ଲବ୍ ର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ ସୂଚନା ଦେଇଛନ୍ତି। ଆସନ୍ତା କାଲି ବିଛାସଂକ୍ରନ୍ତି ସୋମବାର ସକାଳ ୮ଟା ୩୦ ମିନିଟ୍ ସମୟରେ ନୟାଗଡ଼ ଆହାର କେନ୍ଦ୍ର ନିକଟରେ ଏହି ଜଳଖିଆ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ ବୋଲି ସୂଚନା ମିଳିଛି। ଏହି ସାଧାରଣ ସଭାରେ କ୍ଲବର ଉପସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ମିହିର ରଂଜନ ନାୟକ, କୋଷାଧ୍ୟକ୍ଷ ଶ୍ରୀଧର ସାହୁ, ସଦସ୍ଯ ସନ୍ତୋଷ କୁମାର ନାୟକ, ହିମାଂଶୁ ପଟ୍ଟନାୟକ , ଧୀରେନ୍ଦ୍ର ପଟ୍ଟନାୟକ , ପ୍ରସନ୍ନ କୁମାର ବସନ୍ତିଆ ଓ ଅବିନାଶ ସାହୁ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!