Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

by ସଞ୍ଜୟ ସ୍ୱାଇଁ
April 16, 2026
in Nayagarh
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା
33
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଜିଲ୍ଲା ଆଥଲେଟିକ ଆସୋସିଏସନ୍ ପକ୍ଷରୁ ନୟାଗଡ ଷ୍ଟାଡିଅମ ଠାରେ ସିଏମ ଜିଲ୍ଲା ସ୍ତରୀୟ ଖୋଖୋ ପ୍ରତିଯୋଗିତା -୨୦୨୬ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ପ୍ରତିଯୋଗୀତା କାର୍ଯ୍ୟକ୍ରମକୁ ପୁର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ବରିଷ୍ଠ ସାମ୍ୱାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ପୁର୍ବତନ ବିଧାୟକ ଶ୍ରୀଯୁକ୍ତ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବାବେଳେ ଜିଲ୍ଲା କ୍ରୀଡାଧୀକାରୀ ସୁଜାତା ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଖେଳାଳି ମାନଙ୍କ ସହ କର ମର୍ଦ୍ଦନ କରିଥିଲେ।ଜିଲ୍ଲା ଆଥଲେଟିକ୍ ଆସୋସିଏସନର ସମ୍ପାଦକ ଅଶେଷ କୁମାର ଦାଶଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କ୍ରୀଡ଼ା ଭିତ୍ତିକ ୧୬ ବର୍ଷରୁ କମ କାର୍ଯ୍ୟକ୍ରମରେ ଜିଲ୍ଲା ଆଥଲେଟିକ ଆସୋସିଏସନ୍ ର ଉପସଭାପତି ଭବାନୀ ଶଙ୍କର ଦାସ, ଯୁଗ୍ମ ସମ୍ପାଦକ ବିନାୟକ ପ୍ରସାଦ ରାଓ, ସଭ୍ୟ ପ୍ରଶାନ୍ତ କୁମାର ଦାସ ଖେଳ ଶିକ୍ଷକ ସନ୍ନ୍ୟାସୀ ପ୍ରଧାନ, ବିରଞ୍ଚି ନାରାୟଣ ବେହେରା,ପ୍ରଦୀପ୍ତ ଚିତ୍ତ ରଂଜନ ସାହୁ, ନିଶିକାନ୍ତ ମହାନ୍ତି ପ୍ରମୂଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!