Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଫଳତା ହିଁ ସଫଳତାର ଚାବିକାଠି : ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
January 14, 2020
in Education
ବିଫଳତା ହିଁ ସଫଳତାର ଚାବିକାଠି : ଜିଲ୍ଲାପାଳ
26
VIEWS
Share on FacebookShare on Twitter

ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାର ପ୍ରମୂଖ ମହାବିଦ୍ୟାଳୟ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୯ ତମ ବାର୍ଷିକ ଉତ୍ସବରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଏକ ଶୈଖିକ ବାତାବରଣ ମଧ୍ୟରେ ପ୍ରତିଷ୍ଠିତ ହୋଇଛି । ସବୁଜିମା ଘେରା ଜଙ୍ଗଲ ଓ ପାହାଡ଼ ପାଦ ଦେଶରେ ଏକ ସୁନ୍ଦର ପରିବେଶ ମଧ୍ୟରେ ଅବସ୍ଥିତ ଏହି ମହାବିଦ୍ୟାଳୟକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଥିଲେ । ପରିଶ୍ରମ କରିଚାଲିଲେ ସଫଳତା ଦିନେ ନା ଦିନେ ମିଳିବ ବୋଲି ଜିଲ୍ଲାପାଳ କହିବା ସହ ବିଫଳତା ହିଁ ସଫଳତାର ଚାବି କାଠି ବୋଲି ସେ କହିଥିଲେ । ନିଜ ପାଠ ପଢ଼ା ଜୀବନରେ ସେ ଅନେକ ବିଫଳତା ପାଇବା ପରେ ସଫଳତା ପାଇଥିବା ନେଇ ଛାତ୍ରଛାତ୍ରୀମାନଙ୍କ ଆଗରେ ପ୍ରକାଶ କରିଥିଲେ । ଜୀବନର ଲକ୍ଷ ସଠିକ ହେବା ଆବଶ୍ୟକ ବୋଲି ଜିଲ୍ଲାପାଳ ତାଙ୍କ ଅଭିଭାଷଣରେ କହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!