Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରୁ ଶିଶୁ ଶ୍ରମିକ ଉଦ୍ଧାର

by Anil Panda
July 10, 2020
in Breaking
ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରୁ ଶିଶୁ ଶ୍ରମିକ ଉଦ୍ଧାର
43
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟ ପରିସରରୁ ଆଜି ଜଣେ ଶିଶୁ ଶ୍ରମିକକୁ ଉଦ୍ଧାର କରାଯାଇଥିବା ଜଣାଯାଇଛି । କୈାଣସି ସୁତ୍ରରୁ ଖବରପାଇ ଏହି ଶିଶୁ ଶ୍ରମିକଙ୍କୁ ଚାଇଲ୍ଡ ଲାଇନ୍ ଉଦ୍ଧାର କରିଥିବା ଜଣାଯାଇଛି । ସୂଚନାନୁସାରେ, ୧୦୯୮ ନଂ ଜରିଆରେ ଖବରପାଇ ଆଜି ନୟାଗଡ଼ ଚାଇଲ୍ଡ ଲାଇନ ସ୍ୱଂୟ ଶାସିତ ମହାବିଦ୍ୟାଳୟରେ ପହଂଚିଥିଲା । ସେଠାରେ ଜଣେ ନାବାଳକ ଶିଶୁ ନିଜ ବାପାଙ୍କ ସହ କୋଠା ନିର୍ମାଣ କାମରେ ନିୟୋଜିତ ଥିଲା । ନାବାଳକର ବାପା ରାଜମୀସ୍ତ୍ରି ଭାବେ କାମ କରୁଥିବା ବେଳେ ପୁଅକୁ ଶ୍ରମିକ ଭାବେ କାମରେ ନିୟୋଜିତ କରାଯାଇଥିଲା । ଚାଇଲ୍ଡ ଲାଇନ ନାବାଳକଙ୍କୁ ଉଦ୍ଧାର କରି ସିଡବ୍ଲ୍ୟୁସିରେ ହାଜର କରିଥିବା ଅଧ୍ୟକ୍ଷ ସ୍ୱଦେଶ ମିଶ୍ର ସୂଚନା ଦେଇଛନ୍ତି । କୋଠା ନିର୍ମାଣ ଭଳି ବିପଦ୍‌ପୂର୍ଣ୍ଣ କାର୍ଯ୍ୟରେ ଠିକାଦାର କିଭଳି ଶିଶୁ ଶ୍ରମିକଙ୍କୁ ନିୟୋଜିତ କରିଥିଲେ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!