Tuesday, November 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମହାବିଦ୍ୟାଳୟ, ଅନ୍‌ଲାଇନ୍‌ରେ ଉପସ୍ଥାନ

by ସଞ୍ଜୟ ସ୍ୱାଇଁ
July 19, 2020
in Feature News
ନୟାଗଡ଼ ମହାବିଦ୍ୟାଳୟ, ଅନ୍‌ଲାଇନ୍‌ରେ ଉପସ୍ଥାନ
97
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କରୋନା ମହାମାରୀ ପାଇଁ ସାରା ରାଜ୍ୟରେ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିଥିବା ବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏବେ ଅନ୍‌ଲାଇନ୍ ଶିକ୍ଷାଦାନ ଚାଲିଛି । ଏହି ଅବସରରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅନ୍‌ଲାଇନ୍ ମାଧ୍ୟମରେ ଶିକ୍ଷା ଦାନ ହେବା ସହ ଅନ୍‌ଲାଇନ୍ ଉପସ୍ଥାନ ଗ୍ରହଣ କରାଯାଉଛି । +୩ ତୃତୀୟ ସେମିଷ୍ଟାର ଓ ପଞ୍ଚମ ସେମିଷ୍ଟାର ଛାତ୍ରଛାତ୍ରୀମାନଙ୍କୁ ଅନ୍‌ଲାଇନ୍ ଶିକ୍ଷାଦାନ ଅନୁଷ୍ଠିତ ହେଉଥିବା ବେଳେ ଅନେକ ଅଧ୍ୟାପକ ଓ ଅଧ୍ୟାପିକା ହ୍ୱାଟସ୍‌ଆପ୍ ଗ୍ରୁପ ଗଠନ କରି ଶିକ୍ଷାଦାନ କରୁଛନ୍ତି । ଏଥିସହିତ ଏହି ଗ୍ରୁପରେ ଉପସ୍ଥାନ ମଧ୍ୟ ଗ୍ରହଣ କରାଯାଉଥିବା ଜଣାଯାଇଛି । ଅନ୍ୟପକ୍ଷେ, ମହାବିଦ୍ୟାଳୟ ତରଫରୁ ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ହ୍ୱାଟସ୍‌ଆପ୍ ଗ୍ରୁପ ମାଧ୍ୟମରେ ପଠାଯାଉଛି । ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍ ପାଠ ପଢ଼ାରେ ଅନୁପସ୍ଥିତ ରହିଲେ, ଆଗାମୀ ଦିନରେ ଏହା ସେମାନଙ୍କ ପାଇଁ କ୍ଷତିକାରକ ହେବ ବୋଲି ମହାବିଦ୍ୟାଳୟ ତରଫରୁ କୁହାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!