Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ବସିଲା ଆଳୁ ମିଶନ ବୈଠକ:ଜିଲ୍ଲାକୁ ଆସିବ ସାଢେ ୪କୁଇଣ୍ଟାଲ ବିହନ ଆଳୁ

by ସଞ୍ଜୟ ସ୍ୱାଇଁ
November 9, 2024
in Breaking, Nayagarh
ନୟାଗଡ଼ରେ ବସିଲା ଆଳୁ ମିଶନ ବୈଠକ:ଜିଲ୍ଲାକୁ ଆସିବ ସାଢେ ୪କୁଇଣ୍ଟାଲ ବିହନ ଆଳୁ
241
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଆଳୁ ମିଶନ କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଳାରେ ସଫଳ କରିବା ପାଇଁ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଦ୍ୟାନ କୃଷି ବିଭାଗ ସହାୟତାରେ ଆୟୋଜିତ ଏହି ବୈଠକରେ ମୃତ୍ତିକା ସଂରକ୍ଷଣ, ମିଶନ ଶକ୍ତି, ଆରଏମସି, ପ୍ରତ୍ୟେକ ବ୍ଲକରୁ ଆସିଥିବା କୃଷକ ଉତ୍ପାଦନ ସଂଘ (ଏଫପିଓ)ର ସଦସ୍ୟମାନେ ଯୋଗ ଦେଇଥିଲେ। ଚାଷୀମାନେ କିପରି ସୁବିଧା ସୁଯୋଗରେ ବିହନ ପାଇ ପାରିବେ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଛନ୍ତି l ସମସ୍ତ ଚାଷୀଙ୍କୁ ଆଳୁ ଚାଷ ଉପରେ ରିହାତି ମଧ୍ୟ ଠିକ ଭାବେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l

ଚଳିତ ବର୍ଷ ଜିଲ୍ଲାରେ ୪,୮୭୫ କୁଇଣ୍ଟାଲ ଆଳୁ ବିହନ ଆସିବ। ୩୭୫ ହେକ୍ଟର ଚାଷ ଜମିରେ ଏଥର ଆଳୁ ଚାଷ କରାଯାଉଛି। ଏଣୁ ଏ ସମସ୍ତ ବିହନ ଚାଷୀମାନଙ୍କ ପାଖରେ ପହଞ୍ଚାଇ, ସେମାନେ ଯେପରି ଭଲ ଭାବେ ଅମଳ କରି ପାରିବେ ସେ ଦିଗରେ ଜିଲ୍ଲାପାଳ ବୈଠକରେ ଆଲୋଚନା କରିଥିଲେ। ଏହା ସହ ଅମଳ ପରେ ହେଉ ଅବା ଚାଷ ସମୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବା ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି l ଉକ୍ତ ବୈଠକ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ l

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!