Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ କ୍ରୀଡା ଉତ୍ସବ

by ସଞ୍ଜୟ ସ୍ୱାଇଁ
February 6, 2025
in Nayagarh, Sports, State
ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ କ୍ରୀଡା ଉତ୍ସବ
208
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଆନୁକୁଲ୍ୟରେ ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୫୭ ତମ ବାର୍ଷିକ କ୍ରୀଡା ଉତ୍ସବ ତା.୦୫.୦୨.୨୦୨୫ ରିଖ ଦିନ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ସକ୍ରିୟ ଅଂଶଗ୍ରହଣ କରିଛନ୍ତି । ଆଜି ଦ୍ୱିତୀୟ ଦିବସରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ହେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିବା ସହିତ ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ । ଆସନ୍ତା କାଲି ଏହାର ଉଦ୍‌ଯାପନ ଉତ୍ସବ ଅନୁଷ୍ଠିତ ହେବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!