Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨ ନଂ ୱାର୍ଡ଼ କଣ୍ଟେନ୍‌ମେଣ୍ଟ ଘୋଷଣା କଲେ ନୟାଗଡ଼ ପୈାର ନିର୍ବାହୀ ଅଧିକାରୀ

by Anil Panda
August 4, 2020
in Feature News
୧୨ ନଂ ୱାର୍ଡ଼ କଣ୍ଟେନ୍‌ମେଣ୍ଟ ଘୋଷଣା କଲେ ନୟାଗଡ଼ ପୈାର ନିର୍ବାହୀ ଅଧିକାରୀ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରର ୧୨ ନଂ ୱାର୍ଡ଼ରେ ଗତକାଲି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଏହି ଅଂଚଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ସୃଷ୍ଟି ହୋଇଛି । ପ୍ରଶାସନର ତରଫରୁ ପ୍ରତିକାର ସ୍ୱରୁପ ନୟାଗଡ଼ ପୈାରାଞ୍ଚଳ ୧୨ ନଂ ୱାର୍ଡ଼କୁ କଣ୍ଟେନ୍‌ମେଣ୍ଟ ଘୋଷଣା କରାଯାଇଛି । ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ନିର୍ଦ୍ଦେଶରେ ୧୨ ନଂ ୱାର୍ଡ଼ର ରାଜାବଗିଚା, ଲକ୍ଷ୍ମୀବଜାର ଗଳି, ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ଲେନ୍‌, ସିଂଘ ଗଳିକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରାଯାଇଛି । ଏଥିସହିତ ଏହି ଅଂଚଳ ପାଇଁ ନୋଡାଲ ଅଫିସର୍ ଭାବେ କୈଳାସ ଚନ୍ଦ୍ର ଜେନାଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ତାଙ୍କୁ ସହଯୋଗ କରିବା ପାଇଁ କୈଳାସ ଚନ୍ଦ୍ର ପରିଡ଼ା ଏବଂ ବିବେକାନନ୍ଦ ପ୍ରଧାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଅନ୍ୟପକ୍ଷେ, ଆଜି ନିର୍ଦ୍ଦେଶ ପାଇବା ପରେ ପୈାର କର୍ମଚାରୀମାନେ ଏହି ଅଂଚଳକୁ ନାକାବନ୍ଦୀ କରିଥିବା ବେଳେ ଏହା ଉପରେ ସ୍ୱତନ୍ତ୍ର ନଜର ରଖିବା ପାଇଁ ପୁଲିସକୁ ଦାୟିତ୍ୱ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!