Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଚ୍ୟୁତନଗର, ଦେବନଗର କଣ୍ଟେନ୍‌ମେଣ୍ଟ, କଇଥଗାଡ଼ିଆ ବଫର

by Anil Panda
July 23, 2020
in Breaking, Nayagarh
ପିଟିଏସ୍‌ରେ ଚାଲିବ ଅସ୍ଥାୟୀ ପରିବା ମାର୍କେଟ୍‌: ଜିଲ୍ଲାପାଳ
1.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଆଜି ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୪୧୫ରେ ପହଂଚିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ ବ୍ଲକରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୁଣ୍ଟୁବନ୍ଧ ଗ୍ରାମ ପଂଚାୟତ ଅଚ୍ୟୁତନଗର ଓ ଦେବନଗରକୁ ଜିଲ୍ଲାପାଳ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ଏଥିସହିତ କଇଥଗାଡ଼ିଆ ଗ୍ରାମକୁ ବଫର ଜୋନ୍ ଘୋଷଣା କରାଯିବା ସହ ଏହି ଅଂଚଳ ଲୋକମାନଙ୍କୁ ବାହାରକୁ ବାହାରିବା ଉପରେ କଟକଣା ଲଗାଯାଇଛି । ଜିଲ୍ଲା ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶ ନମିଳିବା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!