Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ନୟାଗଡ଼ କୋଭିଡ ପରିସ୍ଥିତି ସମୀକ୍ଷା

by ସଞ୍ଜୟ ସ୍ୱାଇଁ
June 24, 2021
in Health, Nayagarh, State
କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ନୟାଗଡ଼ କୋଭିଡ ପରିସ୍ଥିତି ସମୀକ୍ଷା
165
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅନିଲ କୁମାର ସାମଲ ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଭର୍ଚୁଆଲ ମୋଡରେ ନୟାଗଡ଼ ଜିଲ୍ଲାର କୋଭିଡ ପରିସ୍ଥିତି ତଥା ଅନ୍ୟାନ୍ୟ କାର୍ୟ୍ୟ ଉପରେ ଜିଲ୍ଲାପାଳ ଡା.ପୋମା ଟୁଡୁଙ୍କ ଉପସ୍ଥିତିରେ ସମୀକ୍ଷା କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ଡା.ଟୁଡୁ ନୟାଗଡ଼ ଜିଲ୍ଲାର ସାଂପ୍ରତିକ କୋଭିଡ ଅବସ୍ଥା ସଂପର୍କରେ ଆଲୋଚନା କରିଥିଲେ । ବର୍ତମାନ ସୁଦ୍ଧା କୋଭିଡରେ କେତେ ଲୋକ ସଂକ୍ରମିତ ହୋଇଛନ୍ତି, କେତେ ଆରୋଗ୍ୟ ଲାଭ କରିଛନ୍ତି ଏବଂ କେତେ ମୃତ୍ୟୁ ବରଣ କରିଛନ୍ତି ସେ ସଂପର୍କରେ ଆଲୋଚନା କରିଥିଲେ । କୋଭିଡ ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପତ୍ନୀ ବିଧବା ଭତ୍ତା ପାଇଛନ୍ତି କି ନାହିଁ ସେ ସଂପର୍କରେ ପଚାରି ବୁଝିଥିଲେ । କୋଭିଡ ଲକ୍ଷଣ ଦେଖାଯିବା ମାତ୍ରେ ତୁରନ୍ତ ପରୀକ୍ଷା କରାଯାଇ ଚିକିତ୍ସା ବ୍ୟବସ୍ଥା କରାଇବା ପାଇଁ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମ ମାନି ଚଳିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ମଧ୍ୟ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଡି.ଏଫ.ଓ ଧନରାଜ ଏଚ.ଡି., ପ୍ରକଳ୍ପ ନିର୍ଦ୍ଦେଶକ ସୁବାଶ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଶକ୍ତି ପ୍ରସାଦ ମିଶ୍ର, ଡି.ପି.ଏମ. ନିତ୍ୟରଂଜନ ବରାଳ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!